ଅଧ୍ୟୟନ › Class 10 · ଇତିହାସ · ଅଧ୍ୟାୟ 1

୧୯୪୬ ମସିହା ଅଗଷ୍ଟ ୧୬ ତାରିଖକୁ ମହମ୍ମଦ ଅଲ୍ଲୀ ଜିନ୍ନା କି ପ୍ରତିଦିବସ ପାଳନ କରିବାକୁ ମୁସଲମାନମାନଙ୍କୁ ଆହ୍ୱାନ ଦେଲେ?

ମହମ୍ମଦ ଅଲ୍ଲୀ ଜିନ୍ନା ୧୯୪୬ ମସିହା ଅଗଷ୍ଟ ୧୬ ତାରିଖକୁ ସାରା ଭାରତରେ ‘ପ୍ରତ୍ୟକ୍ଷ କାର୍ଯ୍ୟ ଦିବସ’ ରୂପେ ପାଳନ କରିବାକୁ ମୁସଲମାନମାନଙ୍କୁ ଆହ୍ୱାନ ଦେଲେ।

ଏହି ଅଧ୍ୟାୟର ଆହୁରି ପ୍ରଶ୍ନ ପଚାରନ୍ତୁ

ଏହି ଅଧ୍ୟାୟର ଅନ୍ୟ ପ୍ରଶ୍ନ