ଅଧ୍ୟୟନ › Class 10 · ଜୀବ ବିଜ୍ଞାନ · ଅଧ୍ୟାୟ 9

ଜୈବପରିବର୍ଦ୍ଧନ (Biomagnification) କହିଲେ କଣ ବୁଝାଏ?

ଜୈବପରିବର୍ଦ୍ଧନ ହେଉଛି ବିଷାକ୍ତ ପଦାର୍ଥର କ୍ରମାଗତ ବୃଦ୍ଧି। ଏହା ଖାଦ୍ୟ ଶୃଙ୍ଖଳ ଓ ଖାଦ୍ୟ ଜାଲିର ବିଭିନ୍ନ ସ୍ତର ଦେଇ ଶୀର୍ଷ ଭକ୍ଷକଠାରେ ପହଞ୍ଚିଲା ବେଳକୁ ବହୁଗୁଣିତ ହୋଇଯାଏ।

ଏହି ଅଧ୍ୟାୟର ଆହୁରି ପ୍ରଶ୍ନ ପଚାରନ୍ତୁ

ଏହି ଅଧ୍ୟାୟର ଅନ୍ୟ ପ୍ରଶ୍ନ