ଅଧ୍ୟୟନ › Class 10 · ଜୀବ ବିଜ୍ଞାନ · ଅଧ୍ୟାୟ 2

ବେଙ୍ଗ ଶ୍ୱାସକ୍ରିୟା କିପରି ସମ୍ପାଦନ କରେ ଏବଂ 'ଶୀତସୁପ୍ତି' ସମୟରେ ଏହାର କେଉଁ ପ୍ରକ୍ରିୟା ବଦଳେ?

ବେଙ୍ଗ ମୁଖ ଗହ୍ୱର ଓ ଫୁସ୍‌ଫୁସ୍ ଦ୍ୱାରା ଶ୍ୱାସକ୍ରିୟା କରେ । କିନ୍ତୁ 'ଶୀତସୁପ୍ତି' (Hibernation) ସମୟରେ ବେଙ୍ଗ ଚର୍ମଦ୍ୱାରା ହିଁ ଶ୍ୱାସକ୍ରିୟା ସମ୍ପାଦନ କରେ ।

ଏହି ଅଧ୍ୟାୟର ଆହୁରି ପ୍ରଶ୍ନ ପଚାରନ୍ତୁ

ଏହି ଅଧ୍ୟାୟର ଅନ୍ୟ ପ୍ରଶ୍ନ