ଅଧ୍ୟୟନ › Class 10 · ଇତିହାସ · ଅଧ୍ୟାୟ 1

ଓଡ଼ିଶାରେ ଅସହଯୋଗ ଆନ୍ଦୋଳନ ସମୟରେ କେଉଁ କେଉଁ ଯୁବକମାନେ କଲେଜ ତ୍ୟାଗ କରି ଆନ୍ଦୋଳନରେ ସାମିଲ ହୋଇଥିଲେ?

ହରେକୃଷ୍ଣ ମହତାବ, ନବକୃଷ୍ଣ ଚୌଧୁରୀ, ନିତ୍ୟାନନ୍ଦ କାନୁନଗୋ ଏବଂ ରାଜକୃଷ୍ଣ ବୋଷ ଆଦି ଯୁବକମାନେ କଲେଜ ତ୍ୟାଗ କରି ଅସହଯୋଗ ଆନ୍ଦୋଳନରେ ଯୋଗ ଦେଇଥିଲେ।

ଏହି ଅଧ୍ୟାୟର ଆହୁରି ପ୍ରଶ୍ନ ପଚାରନ୍ତୁ

ଏହି ଅଧ୍ୟାୟର ଅନ୍ୟ ପ୍ରଶ୍ନ