ଅଧ୍ୟୟନ › Class 10 · ଭୌତିକ ବିଜ୍ଞାନ · ଅଧ୍ୟାୟ 6

ଆଲୋକର ପ୍ରତିସରଣ (Refraction of Light) କହିଲେ କଣ ବୁଝାଏ?

ଯେତେବେଳେ ଆଲୋକ ତିର୍ଯ୍ୟକ୍ ଭାବରେ ଗୋଟିଏ ମାଧ୍ୟମରୁ ଅନ୍ୟ ଏକ ମାଧ୍ୟମ ଭିତରକୁ ପ୍ରବେଶ କରେ, ସେତେବେଳେ ତାର ସଞ୍ଚାରଣ ଦିଗ ଦ୍ୱିତୀୟ ମାଧ୍ୟମରେ ବଦଳିଯାଏ। ଏହି ପରିଘଟଣାକୁ ଆଲୋକର ପ୍ରତିସରଣ କୁହାଯାଏ।

ଏହି ଅଧ୍ୟାୟର ଆହୁରି ପ୍ରଶ୍ନ ପଚାରନ୍ତୁ

ଏହି ଅଧ୍ୟାୟର ଅନ୍ୟ ପ୍ରଶ୍ନ