ଅଧ୍ୟୟନ › Class 10 · ଜୀବ ବିଜ୍ଞାନ · ଅଧ୍ୟାୟ 2

ପେଶୀକୋଷରେ ଅମ୍ଳଜାନର ଅଭାବରେ ପାଇରୁଭେଟ୍ ଅଣୁ କିପରି ପରିଣତ ହୁଏ ଏବଂ ଏହାର ପ୍ରଭାବ କଣ?

ଅମ୍ଳଜାନର ଅଭାବରେ ପାଇରୁଭେଟ୍ ଅଣୁଟି ଭାଙ୍ଗି ଲାକ୍ଟିକ୍ ଅମ୍ଳରେ ପରିଣତ ହୁଏ। ଏହି ପ୍ରକ୍ରିୟା ପାଇଁ ପେଶୀ ହଠାତ୍ ଶକ୍ତ ହୋଇଯିବା ସହ ବାକୁଲା ବା କ୍ରାମ୍ପ (Cramp) ହୋଇଥାଏ।

ଏହି ଅଧ୍ୟାୟର ଆହୁରି ପ୍ରଶ୍ନ ପଚାରନ୍ତୁ

ଏହି ଅଧ୍ୟାୟର ଅନ୍ୟ ପ୍ରଶ୍ନ