ଅଧ୍ୟୟନ › Class 10 · ଭୌତିକ ବିଜ୍ଞାନ · ଅଧ୍ୟାୟ 9

ବିଦ୍ୟୁତ୍ ସ୍ରୋତର ଚୁମ୍ବକୀୟ ପ୍ରଭାବ କହିଲେ କଣ ବୁଝାଏ?

ବିଦ୍ୟୁତ୍ ସ୍ରୋତର ଚୁମ୍ବକୀୟ ପ୍ରଭାବ କହିଲେ ତାରରେ ବିଦ୍ୟୁତ୍ ପ୍ରବାହ ହେବାରୁ ତାହା ଗୋଟିଏ ଚୁମ୍ବକ ଭଳି କାର୍ଯ୍ୟ କରିବାକୁ ବୁଝାଏ।

ଏହି ଅଧ୍ୟାୟର ଆହୁରି ପ୍ରଶ୍ନ ପଚାରନ୍ତୁ

ଏହି ଅଧ୍ୟାୟର ଅନ୍ୟ ପ୍ରଶ୍ନ