ଅଧ୍ୟୟନ › Class 10 · ଜୀବ ବିଜ୍ଞାନ · ଅଧ୍ୟାୟ 5

ନିମ୍ନୋକ୍ତ ପ୍ରତ୍ୟେକ ପ୍ରଶ୍ନରେ ଦିଆଯାଇଥିବା ଚାରୋଟି ସମ୍ଭବ୍ୟ ଉତ୍ତର ମଧ୍ୟରୁ ଠିକ୍ ଉତ୍ତରଟି ବାଛି ଲେଖ । ସୁଷୁମ୍ନାକାଣ୍ଡର ବାହ୍ୟ ଆବରଣକୁ କ’ଣ କୁହାଯାଏ ? (i) ଡୁରାମାଟର (ii) ମେନିଞ୍ଜେସ୍ (iii) ପେରିକାଡିଅମ (iv) ପାୟାମାଟର

ଠିକ୍ ଉତ୍ତର: (ii) ମେନିଞ୍ଜେସ୍

ସୁଷୁମ୍ନାକାଣ୍ଡର ବାହ୍ୟ ଆବରଣକୁ ମେନିଞ୍ଜେସ୍ କୁହାଯାଏ।

ଏହି ଅଧ୍ୟାୟର ଆହୁରି ପ୍ରଶ୍ନ ପଚାରନ୍ତୁ

ଏହି ଅଧ୍ୟାୟର ଅନ୍ୟ ପ୍ରଶ୍ନ