ଅଧ୍ୟୟନ › Class 10 · ଭୌତିକ ବିଜ୍ଞାନ · ଅଧ୍ୟାୟ 4

ଅପୃକ୍ତ ହାଇଡ୍ରୋକାର୍ବନର ଯୋଗ ପ୍ରତିକ୍ରିୟା ବିଷୟରେ ବର୍ଣ୍ଣନା କର।

ଅପୃକ୍ତ ହାଇଡ୍ରୋକାର୍ବନ ଉତ୍ପ୍ରେରକର ଉପସ୍ଥିତିରେ ହାଇଡ୍ରୋଜେନ ସହ ଯୋଗ ପ୍ରତିକ୍ରିୟା କରି ପୃକ୍ତ ହାଇଡ୍ରୋକାର୍ବନ ଦେଇଥାଏ। ଏହି ପ୍ରକ୍ରିୟାରେ ପାଲାଡିୟମ କିମ୍ବା ନିକେଲକୁ ଉତ୍ପ୍ରେରକ ଭାବରେ ବ୍ୟବହାର କରାଯାଏ।

ଏହି ଅଧ୍ୟାୟର ଆହୁରି ପ୍ରଶ୍ନ ପଚାରନ୍ତୁ

ଏହି ଅଧ୍ୟାୟର ଅନ୍ୟ ପ୍ରଶ୍ନ