ଅଧ୍ୟୟନ › Class 10 · ଭୌତିକ ବିଜ୍ଞାନ · ଅଧ୍ୟାୟ 8

ବିଦ୍ୟୁତ୍ ସ୍ରୋତ (Electric Current) କହିଲେ କଣ ବୁଝାଏ?

ଏକ ନିର୍ଦ୍ଦିଷ୍ଟ କ୍ଷେତ୍ରଫଳ ମଧ୍ୟରେ ଏକକ ସମୟରେ ପ୍ରବାହିତ ହେଉଥିବା ବିଦ୍ୟୁତ୍ ଚାର୍ଜର ପରିମାଣକୁ ବିଦ୍ୟୁତ୍ ସ୍ରୋତ କହନ୍ତି। ଅର୍ଥାତ୍ ବିଦ୍ୟୁତ୍ ସ୍ରୋତ ହେଉଛି ବିଦ୍ୟୁତ୍ ଚାର୍ଜ ପ୍ରବାହର ହାର।

ଏହି ଅଧ୍ୟାୟର ଆହୁରି ପ୍ରଶ୍ନ ପଚାରନ୍ତୁ

ଏହି ଅଧ୍ୟାୟର ଅନ୍ୟ ପ୍ରଶ୍ନ