ଅଧ୍ୟୟନ › Class 10 · ଭୌତିକ ବିଜ୍ଞାନ · ଅଧ୍ୟାୟ 8
ବିଦ୍ୟୁତ୍ ସ୍ରୋତ (Electric Current) କହିଲେ କଣ ବୁଝାଏ?
ଏକ ନିର୍ଦ୍ଦିଷ୍ଟ କ୍ଷେତ୍ରଫଳ ମଧ୍ୟରେ ଏକକ ସମୟରେ ପ୍ରବାହିତ ହେଉଥିବା ବିଦ୍ୟୁତ୍ ଚାର୍ଜର ପରିମାଣକୁ ବିଦ୍ୟୁତ୍ ସ୍ରୋତ କହନ୍ତି। ଅର୍ଥାତ୍ ବିଦ୍ୟୁତ୍ ସ୍ରୋତ ହେଉଛି ବିଦ୍ୟୁତ୍ ଚାର୍ଜ ପ୍ରବାହର ହାର।
ଏହି ଅଧ୍ୟାୟର ଅନ୍ୟ ପ୍ରଶ୍ନ
- ୨୨୦V ଲାଇନ୍ରେ ଲଗାଯାଇଥିବା ଗୋଟିଏ ବିଦ୍ୟୁତ୍ ହିଟରରେ ଦୁଇଟି 24Ω ପ୍ରତିରୋଧ ବିଶିଷ୍ଟ ତାର କୁଣ୍ଡଳୀ ଅଛି । କୁଣ୍ଡଳୀ ଦୁଇଟିକୁ ଅଲଗା ଅଲଗା, ଶୃଙ୍ଖଳିତରେ ଓ ସମାନ୍ତର…
- ବୁଝାଅ । ବିଦ୍ୟୁତ୍ ବତୀର ଫିଲାମେଣ୍ଟ ପାଇଁ ଟଙ୍ଗ୍ଷ୍ଟନ୍ ଧାତୁ କାହିଁକି ବ୍ୟବହାର କରାଯାଏ ?
- ବିଭବାନ୍ତର (V) କଣ ଏବଂ ଏହାର ଏସ୍ଆଇ ଏକକ କ'ଣ?
- କେତୋଟି 176Ω ପ୍ରତିରୋଧୀର ସମାନ୍ତରାଳ ସଂଯୋଗ 220V ଲାଇନ୍ରୁ 5A ବିଦ୍ୟୁତ୍ ପ୍ରବାହ ନେବ ?
- ଗୋଟିଏ ପ୍ରତିରୋଧୀର ଦୁଇ ପ୍ରାନ୍ତ ସହ ଏକ 12V ବ୍ୟାଟେରୀ ସଂଯୁକ୍ତ ହୋଇଛି । ପରିପଥରେ ବିଦ୍ୟୁତ୍ ପ୍ରବାହର ପରିମାଣ 2.5 mA ହେଲେ ପ୍ରତିରୋଧୀର ପ୍ରତିରୋଧ ନିର୍ଣ୍ଣୟ କର