ଅଧ୍ୟୟନ › Class 10 · ଭୂଗୋଳ · ଅଧ୍ୟାୟ 3

ଜଳ ପ୍ରଦୂଷଣ ପାଇଁ କେଉଁ କେଉଁ କାରଣଗୁଡ଼ିକ ଦାୟୀ?

ଘରୋଇ ଓ ଔଦ୍ୟୋଗିକ ବର୍ଜ୍ୟବସ୍ତୁ, ରାସାୟନିକ ପଦାର୍ଥ, କୀଟନାଶକ ଏବଂ କୃଷି ପାଇଁ ବ୍ୟବହୃତ ରାସାୟନିକ ସାର ଆଦି ଜଳରେ ମିଶିବାଯୋଗୁଁ ଜଳ ପ୍ରଦୂଷିତ ହେଉଛି।

ଏହି ଅଧ୍ୟାୟର ଆହୁରି ପ୍ରଶ୍ନ ପଚାରନ୍ତୁ

ଏହି ଅଧ୍ୟାୟର ଅନ୍ୟ ପ୍ରଶ୍ନ