ଅଧ୍ୟୟନ › Class 10 · ଜୀବ ବିଜ୍ଞାନ · ଅଧ୍ୟାୟ 9

ଅପଘଟକମାନେ ନିଜର ଖାଦ୍ୟ ପାଇଁ କେଉଁଥିରେ ନିର୍ଭର କରନ୍ତି?

ଅପଘଟକମାନେ ନିଜର ଖାଦ୍ୟ ପାଇଁ ମୃତପ୍ରାଣୀ, ଉଦ୍ଭିଦ ଏବଂ ସେମାନଙ୍କର ଶରୀରରୁ ନିଷ୍କାସିତ ହେଉଥିବା ବର୍ଜ୍ୟ ଜୈବବସ୍ତୁ ଉପରେ ନିର୍ଭର କରନ୍ତି।

ଏହି ଅଧ୍ୟାୟର ଆହୁରି ପ୍ରଶ୍ନ ପଚାରନ୍ତୁ

ଏହି ଅଧ୍ୟାୟର ଅନ୍ୟ ପ୍ରଶ୍ନ